ବାତ୍ୟା ମୁକାବିଲା ପାଇଁ ସରକାର ସଜାଗ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ‘ୟାସ୍’ର ମୁକାବିଲା ପାଇଁ ରାଜ୍ୟସରକାର ସମ୍ପୃର୍ଣ୍ଣ ଭାବେ ପ୍ରସ୍ତୁତ ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ପିକେ ଜେନା କହିଛନ୍ତି । ଗଣମାଧ୍ୟମକୁ ଏହି ସୂଚନା ଦେଇ ସେ କହିଛନ୍ତି ଯେ, ବାତ୍ୟା ମୁକାବିଲା!-->…