ବାଳାଶ୍ରମ କର୍ମଚାରୀଙ୍କୁ ଟୀକାକରଣ କରାଗଲା
ଯାଜପୁର :ସରକାରଙ୍କ ନିର୍ଦ୍ଦେଶ କ୍ରମେ ବାଳାଶ୍ରମ ତଥା ଅନ୍ୟାନ୍ୟ ଶିଶୁ ପରିଚର୍ଯ୍ୟାକାରୀ ଅନୁଷ୍ଠାନ ଏବଂ ଚାଇଲଡ ଲାଇନର କର୍ମକର୍ତା ମାନଙ୍କୁ କରୋନା ଟୀକାକରଣ କରାଯାଇଚ୍ଥି । ଯାଜପୁର ସହର ସ୍ଥିତ ଉତ୍କଳ ବାଳାଶ୍ରମ ଓ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରେ ମୋଟ ୨୩ ଜଣ କର୍ମଚାରୀଙ୍କୁ ପ୍ରଥମ!-->…