ଗରିବ ପରିବାରକୁ ମାସିକ ୬ହଜାର ଟଙ୍କା ଦିଆଯାଉ : କଂଗ୍ରେସ
ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ରାଜ୍ୟ କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ ବୈଠକରେ କରୋନା ବିପତି ସମୟରେ ରୋଜଗାରହୀନ ଗରୀବ ଓ ସ୍ୱଳ୍ପ ଆୟକାରୀ ପରିବାରକୁ ମାସିକ ୬ ହଜାର ଟଙ୍କାର ଆର୍ଥିକ ସହାୟତା ରାଜ୍ୟ ସରକାର!-->…