ବ୍ରହ୍ମପୁର ଜେଲ୍ରେ ୪୬ ପଜିଟିଭ୍
ବ୍ରହ୍ମପୁର: ବ୍ରହ୍ମପୁର ମଣ୍ଡଳ କାରାଗାରରେ ୪୬ କଏଦୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ବ୍ରହ୍ମପୁର ମଣ୍ଡଳ କାରାଗାର ଅଧିକାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଜେଲ୍ରେ ଜଣେ ଆଜୀବନ କାରାଦଣ୍ଡ ଭୋଗୁଥିବା କଏଦୀଙ୍କ କରୋନା ପଜିଟିଭ୍ ଆସିବା ପରେ ତାଙ୍କୁ ଚିକିତ୍ସା କରାଯାଇଥିଲା!-->…