ଦିଲ୍ଲୀରେ କମୁଛି ସଂକ୍ରମଣ : କେଜ୍ରିୱାଲ୍
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପର୍ଣ୍ଣ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଦିଲ୍ଲୀରେ କରୋନା ସଂକ୍ରମଣ ହାର କମିଛି । ଆଦି ଦିନକରେ ଦିଲ୍ଲୀରେ ୮୫୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୧୫ ଦିନ ମଧ୍ୟରେ!-->…