ଦିନକରେ ଗଲା ୪୧୮୭ ଜୀବନ
ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁ ଆଜି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି । ଆଜି ଦିନକରେ ଦେଶରେ ୪୧୮୭ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ମହାମାରୀ ବ୍ୟାପିବା ଦିନରୁ ଚଳିତ ସପ୍ତାହରେ ୪ଥର ଦୈନିକ ସଂକ୍ରମଣ ସଂଖ୍ୟା ୪ଲକ୍ଷ ଟପିଥିବା ବେଳେ ଆଜି ୪,୦୧,୦୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ!-->…