ଟ୍ରେନ୍ ଯାତ୍ରୀଙ୍କ ପାଇଁ ଏସଓପି
ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ଟ୍ରେନ୍ ଯୋଗେ ଯାତ୍ରୀମାନଙ୍କ ଚଳାଚଳ ପାଇଁ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (ଏସଓପି) ଜାରି କରିଛି । ଏଣିକି ୱେଟିଂ ଲିଷ୍ଟରେ ଥିବା ଯାତ୍ରୀମାନଙ୍କୁ ଟ୍ରେନରେ ଯାତ୍ରା କରିବା ଏବଂ ଷ୍ଟେସନରେ ପ୍ରବେଶ କରିବାକୁ!-->…