ତାମିଲନାଡୁରେ ୨ସପ୍ତାହ ଲକ୍ଡାଉନ୍
ଚେନ୍ନାଇ: କରୋନାର ଦ୍ୱିତୀୟ ଲହର ସଂକ୍ରମଣକୁ ଦୃଷ୍ଟି ରଖି ତାମିଲନାଡୁ ସରକାର ମେ ୧୦ ତାରିଖରୁ ଦୁଇ ସପ୍ତାହ ନିମନ୍ତେ ରାଜ୍ୟରେ ‘ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରିଛନ୍ତି । ରାଜ୍ୟରେ ଗତକାଲି ରେକର୍ଡସଂଖ୍ୟକ ୨୬୦୦ ନୂତନ ସଂକ୍ରମଣ ଚିହ୍ନଟ ହେବାର ଦିନକ ପରେ ସରକାର ‘ଲକ୍ଡାଉନ୍’!-->…