ଖୋର୍ଦ୍ଧାରେ ବଢୁଛି ସଂକ୍ରମଣ, ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିଲା ବେଳେ ଆଜି ଦୈନିକ କରୋନା ସଂକ୍ରମଣ ୧୦ ହଜାର ମୁହାଁ । ଗତ ୨୪ ଘଂଟା ଭିତରେ ରାଜ୍ୟରେ ୯୮୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୫୬୧୧ଜଣ ସଙ୍ଗରୋଧରୁ ଓ ୪୨୭୮ ଜଣ!-->…