ପଶ୍ଚିମ ବଙ୍ଗରେ ପୁଣି ଥରେ ବାଜି ମାରିଲା ଟିଏମ୍ସି
କୋଲକାତା: ପଶ୍ଚିମବଙ୍ଗରେ ଟିଏମସି ପୁଣିଥରେ ସରକାର ଗଢ଼ିବା ଏକ ପ୍ରକାର ସ୍ପଷ୍ଟ ହେବାକୁ ଯାଉଛି। ବିଜେପି ୨୦୦ରୁ ଅଧିକ ଆସନରେ ବିଜୟୀ ହୋଇ ଜିତିବ ବୋଲି ଯେଉଁ ଆକଳନ କରୁଥିଲା ତାହା ଏକ ପ୍ରକାର ଫେଲ୍ ମାରିଛି। ହେଲେ ରାଜ୍ୟରେ ବିଜେପି ଏକ ଶକ୍ତିଶାଳୀ ଦଳ ଭାବରେ ଉଭା ହୋଇଛି। ୨୦୧୬ରେ ମାତ୍ର!-->…