ଦିନକ ପରେ ଲାଗିବ ଲକଡାଉନ୍ , ମଦ ଦୋକାନରେ ଲାଗିଲା ଲମ୍ବା ଲାଇନ୍
ଭୁବନେଶ୍ୱର : ଦିନକ ପରେ ସାରା ରାଜ୍ୟରେ ଲାଗୁ ହେବ ଲକଡାଉନ । ଆଉ ତା ପୂର୍ବରୁ ମଦ ପାଇଁ ମଦ ଦୋକାନ ଆଗରେ ଲମ୍ବା ଲାଇନ ଲାଗିଛି । ରାଜଧାନୀର ବିଭିନ୍ନ ଫରେନ ଲିକର ସପ ଆଗରେ ମଦ କିଣିବାକୁ ଲୋକଙ୍କ ଗହଳି ଦେଖିବାକୁ ମିଳିଛି । ୧୪ ଦିନିଆ ଲକଡାଉନ ପାଇଁ ମଦ ନିଶାରେ ଚୁର ହେବା ପାଇଁ ଭିଡ!-->…