୩୩ ହଜାର ସ୍କୁଲରେ ମୋ ସ୍କୁଲ ପ୍ରକଳ୍ପ
ଭୁବନେଶ୍ୱର : ମୋ ସ୍କୁଲ ଅଭିଯାନର ୨୪ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାିଛି । କୋଭିଡ୍ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ମାସ ଭର୍ଚୁଆଲ୍ ମୋଡ୍ରେ!-->…