ରାଜ୍ୟରେ ୧୪ ଦିନିଆ ଲକଡାଉନ ଘୋଷଣା କଲେ ସରକାର
ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ଘୋଷଣା କଲେ ସରକାର। ମେ’ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକଡାଉନ ଘୋଷଣା। ମେ ୫’ ବୁଧବାର ସକାଳୁ ୧୯ ତାରିଖ ସକାଳ ଯାଏ ଏହି ଲକଡାଉନ୍ ବଳବତ୍ତର ରହିବ। ତେବେ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ସଟଡାଉନ।ଲକଡାଉନ ବେଳେ କେବଳ ଚାଲି ଚାଲି ପରିବା ପାଇଁ ଯାଇହେବ।!-->!-->!-->…