ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ସଂକ୍ରମିତ
ଜୟପୁର : ସାରା ଦେଶରେ ହୁ ହୁ ହୋଇ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ମଧ୍ୟ ସଂକ୍ରମିତ ହୋଇ ସାରିଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ସଂକ୍ରମିତ ହୋଇଛନ୍ତି ବୋଲି ଗୁରୁବାର ଟ୍ୱିଟ କରି ସୂଚନା ଦେଇଛନ୍ତି। ଗୋଟିଏ ଦିନ!-->…