ଥରିଲା ଆସାମ : ବହୁ ଘର ଦ୍ୱାର କ୍ଷତିଗ୍ରସ୍ତ
ଗୁଆହାଟି: ଆସାମରେ ଆଜି ସକାଳେ ବଡଧରଣର ଭୂକମ୍ପ ଅନୁଭୂତ ହୋଇଛି । ସ୍ଥାନୀୟ ସମୟ ସକାଳ ୭.୫୧ରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୭ ଥିବା ଭାରତର ଜାତୀୟ ଭୂକମ୍ପ ପରିମାପ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସାମର ସୋନିତପୁର ଅନ୍ତର୍ଗତ ଢେକିଆଜୁଲି!-->…