ଝରାଫୁଲ ହତ୍ୟାର ପର୍ଦ୍ଦାଫାଶ: ୩୦ ହଜାର ଟଙ୍କା ପାଇଁ ମାରିଥିଲା ରାକେଶ
ଭୁବନେଶ୍ଵର: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ନାୟକ ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୁଲିସ। ୩୦ ହଜାର ଟଙ୍କା ପାଇଁ ଝରାଫୁଲଙ୍କୁ ତାଙ୍କ ପୁରୁଷ ବନ୍ଧୁ ଷଡ଼ଯନ୍ତ୍ର କରି ହତ୍ୟା କରିଥିବା ପୁଲିସ କହିଛି। ଏହି ଘଟଣାରେ ପୁଲିସ ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶ ସ୍ବାଇଁ ସମେତ ୩!-->…