ଅଯୋଧ୍ୟାକୁ ଦୁଇ ଯୁବକଙ୍କ ପଦଯାତ୍ରା
ମାଲକାନଗିରି : ଆଉ ମାତ୍ର କେଇ ଦିନର ଅପେକ୍ଷା ଅଯୋଧ୍ୟାରେ ପ୍ରତିଷ୍ଠା ହେବାକୁ ଯାଉଛି ପ୍ରଭୁ ରାମ ଲାଲାଙ୍କ ଐତିହାସିକ ମନ୍ଦିର। ଚଳଚଞ୍ଚଳ ହୋଇପଡି଼ଛି ସମଗ୍ର ଭାରତ ବର୍ଷ। ସନାତନୀଙ୍କ ପାଇଁ ପୂରଣ ହେବାକୁ ଯାଉଛି ପାଞ୍ଚଶହ ବର୍ଷର ସପ୍ନ । ତେବେ ଆସନ୍ତା ଜାନୁଆରୀ ୨୨ ତାରିଖ ରେ ଅଯୋଧ୍ୟା!-->…