ରାଜ୍ୟକୁ ପୁଣି ଫେରିଲା ଶଟ୍ଡାଉନ୍ ଓ ନାଇଟ୍ କର୍ଫ୍ୟୁ
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଆସନ୍ତାକାଲିଠୁ ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି। ଏହାସହିତ ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲ୍ଲାରେ ସାପ୍ତାହିକ ଶଟଡାଉନ୍ ସହ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ଏବଂ ଅନ୍ୟ!-->…