ସିବିଏସଇ ଦଶମ ପରୀକ୍ଷା ରଦ୍ଦ କଲେ ସରକାର
ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ସିବିଏସଇ ଦଶମ ପରୀକ୍ଷା ରଦ୍ଦ କଲେ ସରକାର । ସେହିଭଳି ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ । ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ ଏଭଳି ନିଷ୍ପତି ନିଆଯାଇଛି ।!-->…