ବେଦାନ୍ତ ଆଲୁମିନିୟମର ସ୍ୱାସ୍ଥ୍ୟସେବା ଦ୍ୱାରା କଳାହାଣ୍ଡି ଏବଂ ରାୟଗଡ଼ାରେ ୬୫,୦୦୦ ରୁ ଅଧିକ ଲୋକ ଉପକୃତ
ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଏହାର ମୋବାଇଲ୍ ହେଲଥ ୟୁନିଟ୍ (ଏମଏଚୟୁ) ପଦକ୍ଷେପ ମାଧ୍ୟମରେ ଓଡ଼ିଶାରେ ଗ୍ରାମୀଣ ସ୍ୱାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିଛି, ଯାହାର ଲକ୍ଷ୍ୟ ହେଉଛି ଅନୁନ୍ନତ ଅଂଚଳଗୁଡ଼ିକରେ ପ୍ରାଥମିକ ସ୍ୱାସ୍ଥ୍ୟସେବା!-->…