ଓଡିଆ ନବବର୍ଷ : ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ / ଭୁବନେଶ୍ୱର : ଆଜି ଓଡିଆ ନବ ବର୍ଷ। ଏହି ଅବସରରେ ସମସ୍ତ ଓଡିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ କରି ଓଡିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।!-->…