ଆଜି ଚେନ୍ନଇ ସୁପରକିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁକାବିଲା
ମୁମ୍ବଇ : ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)ରେ ୩ଥର ଚମ୍ପିଆନ ଆଖ୍ୟା ଅର୍ଜନ କରିଥିବା ଚେନ୍ନଇ ସୁପରକିଙ୍ଗ୍ସ ଆଜି ମୁମ୍ବଇର ୱାଙ୍ଖେଡେ ଷ୍ଟାଡ଼ିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ସିଜିନର ଦ୍ବିତୀୟ ମ୍ୟାଚ ଦୁଇ ୱିକେଟକିପର ବ୍ୟାଟ୍ସମ୍ୟାନଙ୍କ ନେତୃତ୍ବରେ!-->…