ବାପା ହେଲେ ବାବୁସାନ୍
ଭୁବନେଶ୍ୱର: ବାପା ହେଲେ ବାବୁସାନ୍। ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ଧର୍ମପତ୍ନୀ ତୃପ୍ତି ପଟିଆସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବର୍ତ୍ତମାନ ଉଭୟ ମାଆ ଓ ଶିଶୁ ସୁସ୍ଥ ଅଛନ୍ତି। ଏହି ଖବର ଜଣାପଡ଼ିବା ପରେ ଓଲିଉଡ଼ର ଚକୋଲେଟ୍ ବୟ ଭାବେ ପରିଚିତ!-->…