ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଏସବିଆଇ ମେନ୍ ବ୍ରାଞ୍ଚ ପୁଣି ସିଲ୍ ହୋଇଛି
ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଏସବିଆଇ ମେନ୍ ବ୍ରାଞ୍ଚ ପୁଣି ସିଲ୍ ହୋଇଛି । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ଏହାକୁ ସିଲ୍ କରିଛି ବିଏମ୍ସି । ଏଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେବାରୁ ଏପରି ନିଷ୍ପତି ନିଆଯାଇଥିବା କହିଛନ୍ତି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ପୂର୍ବରୁ!-->…