କରୋନା ଟିକାର ଘୋର ଅଭାବ: ୩ ଦିନ ଟିକାକରଣ ବନ୍ଦ
ବ୍ରହ୍ମପୁର: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ କେନ୍ଦ୍ର ସରକାର ଜୋର ଦେଉଛନ୍ତି । ହେଲେ ରାଜ୍ୟରେ କରୋନା ଟିକାର ଘୋର ଅଭାବ ଦେଖା ଦେଲାଣି । ଏପରିକି ଟିକାଦାନ କେନ୍ଦ୍ରରେ ନୋଟିସ ଲଗାଇ ଟିକା ନଥିବା ସୂଚନା ଦିଆଯାଇଛି । ବ୍ରହ୍ମପୁର!-->…