ପରୀ ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି
ଭୁବନେଶ୍ୱର: ନୟାଗଡ଼ ପରୀ ମୃତ୍ୟୁ ମାମଲାର ଶୁଣାଣି ଆସନ୍ତା ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀ ମା’ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ଶୁଣାଇବେ।
!-->!-->!-->…