ସୁକ୍ମା ଏନକାଉଣ୍ଟର; ୨୨ ଯବାନ ଶହୀଦ
ମାଲକାନଗିରି : ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତବର୍ତ୍ତୀ ଜଙ୍ଗଲରେ ଶନିବାର ଘଟିଥିବା ଏନକାଉଣ୍ଟରରେ ୨୨ ଯବାନ ଶହୀଦ ହୋଇଛନ୍ତି। ବିଜାପୁର ଏସପି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ଏନକାଉଣ୍ଟରରେ ୩୦ ଯବାନ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଯବାନଙ୍କୁ ବିଜାପୁର!-->…