ରାଜ୍ୟରେ ୪୬୧ ନୂଆ ସଂକ୍ରମିତ
ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଦିନକରେ ୪୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୨ ,ସ୍ଥାନୀୟ ୧୮୯ । ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨କୁ ବୃଦ୍ଧି ପାଇଛି। ୩,୩୭,୨୧୨ ଆକ୍ରାନ୍ତ!-->…