ମହେନ୍ଦ୍ରଗିରି ଶିଖର ମାତା କୁନ୍ତି ମନ୍ଦିରରୁ ଗଜପତି ଉତ୍ସବ-୨୦୨୩ ଶୁଭାରମ୍ଭ
ପାରଳାଖେମୁଣ୍ଡି : ମହେନ୍ଦ୍ରଗିରି ଶିଖର ମାତା କୁନ୍ତି ମନ୍ଦିରରୁ ଜିଲ୍ଲାସ୍ତରୀୟ ଗଜପତି ଉତ୍ସବ-୨୦୨୩ ଆଜି ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଗଜପତି ମହୋତ୍ସବ ମଶାଲ ଶୋଭାଯାତ୍ରା ମହେନ୍ଦ୍ରଗିରି ଶିଖରରୁ ବାହାରିବା ପରେ କଇଁପୁର, ଜିରାଙ୍ଗ, ମଣ୍ଡଳ ସାହି, ରାମଗିରି, ଛେଲିଗଡ,!-->…