ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ
ନବରଙ୍ଗପୁର: ନବରଙ୍ଗପୁର ସହରର ମୁଖ୍ୟ ରାସ୍ତାରେ ଥିବା ବହୁ ପୂରାତନ ତିନି ମହଲା ବିଶିଷ୍ଟ ପାରସନାଥ ଏମ୍ପୋରିୟମ ନାମ ଏଲ ଲୁଗା ଦୋକାନରେ ମଙ୍ଗଳବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ପ୍ରଥମେ ନବରଙ୍ଗପୁର ଅଗ୍ନିଶମ ବିଭାଗ ର ୩ଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଝି!-->…