ରାଜ୍ୟ ୨୪ ଘଣ୍ଟାରେ ୨୯୭ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ପୁଣି ୨୯୭ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ଏଥି ମଧ୍ୟରୁ ୧୭୪ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା!-->…