ଶାମଳ ଜଙ୍ଗଲରେ ଲାଗିଛି ନିଆଁ
ଭୁବନ: ଭୁବନ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ପାଶ୍ୱର୍ସ୍ଥ ଶାମଳ ଜଙ୍ଗଲରେ ଆଜି ମଧ୍ୟାହ୍ନରେ କୌଣସି ଦୁର୍ବୃତ ନିଆଁ ଲଗାଇଦେଇ ଥିବାରୁ ଶହଶହ ମୂଲ୍ୟବାନ ଗଛ ପୋଡି ପାଉଁଶ ହୋଇଯାଇଛି । ଏ ସଂପର୍କରେ ଖବର ପାଇ ଭୁବନ ଫରେଷ୍ଟ ରେଞ୍ଜ ଅଫିସର ଅନୀତା ସେଠୀ ଙ୍କ ତତ୍ୱାବଧାନରେ!-->…