୨୪ ଘଣ୍ଟାରେ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଳୀ : ଦେଶରେ ପୁଣି ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୫୫,୨୮୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୮୮ ଆକ୍ରାନ୍ତଙ୍କ!-->…