୨୪ ଘଣ୍ଟାରେ ଦେଶରେ ୪୩ ହଜାର ୮୪୬ ନୂଆ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: କରୋନା ମହାମାରୀ ପୁଣି ଥରେ ଚିନ୍ତା ବଢ଼ାଇବାରେ ଲାଗିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟୁଥିବାରୁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଯାଇଛି। ପୁଣି ଥରେ ଗୋଟିଏ ଦିନରେ ଆକ୍ରାନ୍ତ ସଂଖ୍ୟା ୪୩ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୮୪୬ ନୂଆ!-->…