ରାଜ୍ୟରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଦିନକରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୭୧, ସ୍ଥାନୀୟ ୪୯। ମୋଟ ପଜିଟିଭ ୩,୩୮,୭୧୯କୁ ବୃଦ୍ଧି ପାଇଛି।୩,୩୫,୯୯୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫୪ ସକ୍ରିୟ ଆକ୍ରାନ୍ତ!-->…