ଦୁଇ ବାଇକ୍ ମୁହାଁମୁହିଁ, ଜଣେ ମୃତ
ବାଲିକୁଦା: ରବିବାର ସକାଳ ଦଶଟା ସମୟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ଏଥିରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଥିବା ଖବର ମିଳିଛି । ବନ୍ଦର ସାମୁଦ୍ରିକ ଥାନା ଅନ୍ତର୍ଗତ ମାଙ୍କଡ଼ଖିଆ ଠାରେ ଏହି ଘଟଣା ଘଟିଛି । ଥାନାଧିକାରୀ ଜଗତସିଂହପୁର!-->…