ଦେଶରେ ଆଜି ୨୪,୮୮୨ ନୂଆ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଛି। ଦିନକରେ ଆଉ ୨୪,୮୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୩୩,୭୨୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ!-->…