ରାଜ୍ୟରେ ୬୪ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରୁ ଆଜି ଆଉ ୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୭, ସ୍ଥାନୀୟ ୨୭। ମୋଟ ପଜିଟିଭ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଛି। ୩,୩୫,୪୦୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
୧୭ ଜିଲା ଓ ଷ୍ଟେଟ!-->!-->!-->…