ମହିଳା ବିଲ୍କୁ ପାରିତ ପାଇଁ ବିଜେଡି ଉଦ୍ୟମ କରୁ: ନିରଞ୍ଜନ
ଭୁବନେଶ୍ୱର: ମାର୍ଚ୍ଚ ୮ ତାରିଖ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏକ ପ୍ରେସ୍ ବିବୃତିରେ କହିଛନ୍ତି ଯେ କଂଗ୍ରେସ ଦଳ ସର୍ବଦା ମହିଳାମାନଙ୍କ ବିକାଶ ପାଇଁ କାର୍ଯ୍ୟ କରି ଆସିଛି । ମହିଳାମାନଙ୍କୁ ସବୁ କ୍ଷେତ୍ରରେ!-->…