ଜିଲ୍ଲାପାଳଙ୍କ ଥିମ ପାର୍କ, ପାରିଜାତ ପାର୍କ ଏବଂ ସମଲେଶ୍ୱରୀ ମନ୍ଦିର ପରିଦର୍ଶନ
ସୁନ୍ଦରଗଡ : ଆଜି ସୁନ୍ଦରଗଡର ଜିଲ୍ଲାପାଳ ଡ଼ା. ପରାଗ ହର୍ଷଦ ଗାଭାଲୀ ମହେଶଡିହିରେ ଥିବା ଥିମ ପାର୍କ ଏବଂ ସହର ଉପକଣ୍ଠରେ ଥିବା ପାରିଜାତ ପାର୍କ ସହ ସମଲେଶ୍ୱରୀ ମନ୍ଦିର ପରିଦର୍ଶନରେ ଯାଇଥିଲେ । ଏହି ପରିଦର୍ଶନ ସମୟରେ ସେଠାରେ ଉପସ୍ଥିତ ଥିବା ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ!-->…