ରାଜ୍ୟରୁ ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୧ଜଣ ଓ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏନେଇ ରବିବାର ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ!-->!-->!-->…