ମହାନଦୀ ସେତୁ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ
ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅର୍ନ୍ତଗତ ଖରଶଙ୍କୁଲେଇଠାରେ ନିର୍ମାଣାଧୀନ ଧଳପୁର-ଆଠମଲ୍ଲିକ ମହାନଦୀ ସେତୁ ଛାତରୁ ଗୁରୁବାର ରାତିରେ ଜଣେ ଶ୍ରମିକ ୪୦ଫୁଟ ତଳକୁ ଖସିପଡିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ପଶ୍ଚିମବଙ୍ଗ ମାଲଦା ଅଞ୍ଚଳର ସମୀର ଘୋଷ(୨୦) ବୋଲି ସୂଚନା!-->…