ହରିୟାଣାରେ ଦୁଇ ଛାତ୍ରଙ୍କୁ ଗୁଳି କରି ହତ୍ୟା
ହରିୟାଣାରେ ସ୍ପଷ୍ଟ ଦିବାଲୋକରେ ଦୁଇ ଛାତ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୋନୀପତ୍ର ମୋହାନା ଅଞ୍ଚଳରେ ୮ନମ୍ବର ଡ୍ରେନ ନିକଟରେ ଗୁରୁବାର ସକାଳେ ଏହି ହତ୍ୟାକାଣ୍ଡ ଘଟିଛି। ଆକ୍ରମଣରେ ଜଣେ ଛାତ୍ର ଘଟଣାସ୍ଥଳରେ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ହସ୍ପିଟାଲରେ ଆଖି ବୁଜିଛନ୍ତି। ପୁଲିସ!-->…