ଏସସି/ଏସଟି ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଂଟକୁ ଗଲା ୧୦୧ କୋଟି ଟଙ୍କାର ବୃତି
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନସିଙ୍ଗ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚିତ ଜନଜାତି , ଜାତି ବିକାଶ ବିଭାଗର ଅନେକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ ଟି ଅନ୍ୟ ଛତ୍ରାବାସ ଉଦଘାଟନ,!-->…