କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ରାୟଗଡା : ରାୟଗଡା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ନେଇ ମଙ୍ଗଳବାର ଖବର ମିଳିଛି। କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ୱର ସେନାପତିଙ୍କ ବାସଭବନ ସମେତ ଅନେକ ସ୍ଥାନରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ମୋଟ ୬ଟି ସ୍ଥାନରେ ଏକକାଳୀନ!-->…