ଚତୃର୍ଥ ଦିନ ପାଇଁ ବି ଭୁବନେଶ୍ୱର ସବୁଠୁ ଉପ୍ତତ ସହର
ଭୁବନେଶ୍ୱର: ଆଜି ବି ରାଜଧାନୀ ଭୁବନେଶ୍ୱର ରାଜର ସବୁଠାରୁ ଉତପ୍ତ ସହର ପରିଗଣିତ ହୋଇଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି । ଅପରପକ୍ଷରେ ଫୁଲବାଣୀରେ ତାପମାତ୍ରା ସବୁଠାରୁ କମ୍ ରହିଛି । ଏଠାରେ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସ୍!-->…