ସିସୋରର ସମସ୍ତ ସମ୍ପତି ବାଜ୍ୟାପ୍ତ
କଟକ: ବହୁ ଚର୍ଚ୍ଚିତ ସି ସୋର ଚିଟ୍ଫଣ୍ଡ ସଂସ୍ଥାର ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତି ବାଜ୍ୟାପ୍ତି ପାଇଁ ସ୍ୱତନ୍ତ୍ର ଓପିଆରପି କୋର୍ଟ ଆଜି ନିଦେ୍ର୍ଧଶ ଦେଇଛନ୍ତି । କଟକ ସ୍ଥିତ ସ୍ୱତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ସି-ସୋର ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨କ୍ୱିଂଟାଲ୍ ରୁପା,!-->…