ଦେଶରେ ଆଉ ପଜିଟିଭ ୧୩,୭୪୨ ; ସୁସ୍ଥତା ହାର ୯୭.୨୫%
ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଜଣାପଡିଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ପାଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ୧୩,୭୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୩୦,୧୭୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ!-->…