ମାର୍ଚ୍ଚ ପହିଲାରୁ ବୟସ୍କଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ: ଦେଶର କେତେକ ରାଜ୍ୟରେ କରୋନା ଭୁତାଣୁ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଆସନ୍ତା ମାର୍ଚ୍ଚ ପହିଲାରୁ ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଆରମ୍ଭ ହେବ । ଏନେଇ କେନ୍ଦ୍ର କ୍ୟାବିନେଟ୍ ଆଜି ଏକ ପ୍ରସ୍ତାବିକକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ମାର୍ଚ୍ଚ ପହିଲାରୁ ୬୦ରୁ ଉଦ୍ଧ୍ୱର୍!-->…