ଦେଶରେ ୧୪ ହଜାର ୨୬୪ ଜଣ ନୂଆ ଆକ୍ରାନ୍ତ
ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୨୬୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୯ ଲକ୍ଷ ୯୧ ହଜାର ୬୫୨ରେ ପହଂଚିଛି। ସେହିପରି ୧୧ ହଜାର ୬୬୭ ଜଣ ସଂକ୍ରମିତ ସୁସ୍ଥ ହେବା ପରେ ମୋଟ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୧ କୋଟି ୬!-->…